ନଭେମ୍ବର ୨୧ ତାରିଖରେ ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ; ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ | ଏନେଇ ସମସ୍ତ ସଦସ୍ୟଙ୍କୁ ଚିଠି କଲେ ବିଧାନସଭା ସଚିବ | ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ପଦବୀ |

Leave a Reply

Your email address will not be published. Required fields are marked *