ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି। ପ୍ରତି କେନ୍ଦ୍ରରେ ୧୫ କର୍ମଚାରୀ ରହିବେ |

Leave a Reply

Your email address will not be published. Required fields are marked *