ବାହାନଗା ରେଳ ଦୁର୍ଘଟଣା: ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫ କୋଟି ଟଙ୍କା ମଞ୍ଜୁର। ୭ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *