ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା । ଭୁବନେଶ୍ବରସ୍ଥିତ ଓଡିଶା ଲୋକାୟୁକ୍ତ କାର୍ଯ୍ୟାଳୟ ଜାନୁଆରୀ ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କୋଭିଡ୍ ସଂକ୍ରମଣ ବୃଦ୍ଧି ଘଟୁଥିବାରୁ ଏହି ଛୁଟି ଘୋଷଣା କରାଯାଇଛି ।

Leave a Reply

Your email address will not be published. Required fields are marked *