

- ଆସନ୍ତାକାଲି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି | ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା | ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା ।
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଲେ ପେଟ୍ରୋଲିୟମ ମନ୍ତ୍ରଣାଳୟର ପୂର୍ବତନ ସଚିବ ତରୁଣ କପୁର