ଅଲିମ୍ପିକ୍ସ ବିଜେତା ଗୋଲ୍ଡ ମେଡାଲିଷ୍ଟ ନୀରଜ ଚୋପ୍ରାଙ୍କୁ ପରମ ବିଶିଷ୍ଟ ସେବା ମେଡାଲ | ୩୮୪ ଜଣଙ୍କୁ ମିଳିବ ବୀରତ୍ବ ପୁରସ୍କାର | ୧୨ ଜଣଙ୍କୁ ଶୌର୍ଯ୍ୟ ଚକ୍ର, ୨୯ ଜଣଙ୍କୁ ପରମ ବିଶିଷ୍ଟ ସେବା ମେଡାଲ ଘୋଷଣା | ୧୩ ଜଣଙ୍କୁ ଯୁଦ୍ଧ ସେବା ମେଡାଲ , ୧୨୨ ଜଣଙ୍କୁ ବିଶିଷ୍ଟ ସେବା ମେଡାଲ, ୪ ଜଣଙ୍କୁ ଉତ୍ତମ ଯୁଦ୍ଧ ସେବା ମେଡାଲ, ୫୩ ଜଣଙ୍କୁ AVSM ସମ୍ମାନ |

Leave a Reply

Your email address will not be published. Required fields are marked *