ଫେବ୍ରୁଆରି ୧୨ ଏବଂ ୧୩ ତାରିଖରେ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ। ଫେବ୍ରୁଆରି ୧୨ ଏବଂ ୧୩ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ |

Loading

Leave a Reply

Your email address will not be published. Required fields are marked *