ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇ ଜଳିଗଲା ବୋଲେରୋ ; ଜଣେ ଯାତ୍ରୀଙ୍କର ମୃତ୍ୟୁ ହେବା ସହ ୫ ଜଣ ଗୁରୁତର

କାଳିଆପାଣି: ଯାଜପୁର ଜିଲ୍ଲା କାଳିଆପାଣି ଥାନା ରେଙ୍ଗାଲି କେନାଲ ନିକଟ ଗରାମିଆଁ ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇ ଜଳିଗଲା ବୋଲେରୋ। ଏଥିରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହେବା ସହ ୫ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।

Leave a Reply

Your email address will not be published. Required fields are marked *