ବିଧାନସଭାରେ ୧୯ ହଜାର ୮୩୩ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍ ପାରିତ । ବ୍ୟୟମଞ୍ଜୁରୀ ବିଲ୍ ପାରିତ ସମୟରେ ବିରୋଧୀଙ୍କ ହୋହଲ୍ଲା । ବାଚସ୍ପତିଙ୍କ ପୋଡିଅମ ଉପରକୁ ଚଢ଼ିବାକୁ ଉଦ୍ୟମ କଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ବାଚସ୍ପତିଙ୍କ ଉପରକୁ ଫ୍ଲା କାର୍ଡ ଫିଙ୍ଗିଲେ ବିରୋଧୀ ସଦସ୍ୟ

Leave a Reply

Your email address will not be published. Required fields are marked *