ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଚାଷୀଙ୍କୁ ସତର୍କ କଲା OUAT: ବର୍ଷା ପୂର୍ବରୁ ୮୫% ପାଚି ଯାଇଥିବା ଧାନ କାଟି ଆଣିବାକୁ ପରାମର୍ଶ, କାଟି ଅମଳ ହେବା ପୂର୍ବରୁ ଓ ପରେ ସୁରକ୍ଷିତ ସ୍ଥାନରେ ରଖନ୍ତୁ, କଟା ଧାନକୁ ବେଙ୍ଗଳା କିମ୍ବା ସମ୍ଭବ ନହେଲେ ପଲିଥିନ ଘୋଡ଼ାଇ ରଖନ୍ତୁ

ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଚାଷୀଙ୍କୁ ସତର୍କ କଲା #OUAT: ବର୍ଷା ପୂର୍ବରୁ ୮୫% ପାଚି ଯାଇଥିବା ଧାନ କାଟି ଆଣିବାକୁ ପରାମର୍ଶ, କାଟି ଅମଳ ହେବା ପୂର୍ବରୁ ଓ ପରେ ସୁରକ୍ଷିତ ସ୍ଥାନରେ ରଖନ୍ତୁ, କଟା ଧାନକୁ ବେଙ୍ଗଳା କିମ୍ବା ସମ୍ଭବ ନହେଲେ ପଲିଥିନ ଘୋଡ଼ାଇ ରଖନ୍ତୁ

Leave a Reply

Your email address will not be published. Required fields are marked *