ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାରଙ୍କ ପରଲୋକ | ୧୦୪ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ |ଗତ କିଛି ଦିନ ଧରି କୋରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ | ଚାଟଶାଳୀରେ ପାଠ ପଢ଼ାଇ ଚର୍ଚ୍ଚିତ ଥିଲେ ନନ୍ଦ ସାର । ନଭେମ୍ବର ୯ରେ ନନ୍ଦ ସାରଙ୍କୁ ପଦ୍ମଶ୍ରୀ ସମ୍ମାନ ଦେଇଥିଲେ ରାଷ୍ଟ୍ରପତି |

|

Leave a Reply

Your email address will not be published. Required fields are marked *