2022 ପାଇଁ ଘୋଷଣା ହେଲା ସମ୍ମାନଜନକ ପଦ୍ମ ପୁରସ୍କାର ; ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ

2022 ପାଇଁ ଘୋଷଣା ହେଲା ସମ୍ମାନଜନକ ପଦ୍ମ ପୁରସ୍କାର:

-ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ସମ୍ମାନ

-ସମାଜସେବା ପାଇଁ ଶ୍ରୀମଦ ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ମାନ
-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାଶଙ୍କୁ ପଦ୍ମଶ୍ରୀ
-କଳା କ୍ଷେତ୍ରରେ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ
-ସାହିତ୍ୟ ଓ ଶିକ୍ଷା ପାଇଁ ନୃସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ
-ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ

Leave a Reply

Your email address will not be published. Required fields are marked *