ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ଚଣ୍ଡିଖୋଲରେ ଏକ ସାଧାରଣ ସଭା କରିବା ସହିତ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଦେଲେ ବିଜେପି ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି।

Leave a Reply

Your email address will not be published. Required fields are marked *