

- ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ନେଇ ILS ସ୍ବାସ୍ଥ୍ୟ ବିଭାଗକୁ ଜଣାଇଥିବା ସୂଚନା । ଓଡ଼ିଶାରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୪କୁ ବୃଦ୍ଧି ହୋଇଥିବା ସୂଚନା |
- ତାମିଲନାଡୁରେ ଆଉ ୩୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ | ତାମିଲନାଡୁ ସ୍ବାସ୍ଥ୍ୟମନ୍ତ୍ରୀ ଏମ୍. ସୁବ୍ରମଣ୍ୟନ୍ ଦେଲେ ସୂଚନା, ରାଜ୍ୟରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୩୪କୁ ବୃଦ୍ଧି।ଦେଶରେ ୧୬ଟି ରାଜ୍ୟରେ ୨୭୧ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେଲେଣି |