

- ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷିର ଦୁଆରଶୁଣି ଘାଟିରେ ଦୁର୍ଘଟଣା; ଘାଟିରୁ ୫୦ ଫୁଟ ତଳକୁ ଖସିଲା ଟ୍ରକ, ଜଣେ ମୃତ ଜଣେ ଆହତ | ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରକ | ଘଟଣାସ୍ଥଳରେ ଟ୍ରକ ଚାଳକଙ୍କର ମୃତ୍ୟୁ , ଟ୍ରକଟି କଲିକତାରୁ କେନ୍ଦୁଝର ଅଭିମୁଖେ ଯାଉଥିଲା |
- ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଝଟକା; ତୋସାଖାନା ମାମଲାରେ ଦୋଷୀ ସାବ୍ୟସ୍ତ