

- ଜୁଲାଇ ୨୮ରେ ମହାବଳିପୁରମରେ ହେବାକୁ ଥିବା ୪୪ ତମ ଚେସ ଅଲମ୍ପୟାଡ ପାଇଁ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଲା ମଶାଲ । ରାଜ୍ୟ କ୍ରୀଡା ବିଭାଗ ଓ ଓଡ଼ିଶା ଚେସ ଆସୋସିଏସନର କର୍ମକର୍ତ୍ତାମାନେ ଏହାକୁ ସ୍ୱାଗତ କରିଛନ୍ତି | ରାଜ୍ୟ ଲୋକସେବା ଭବନ କନଭେନସନ ହଲରେ ଏହି ମସାଲକୁ ସ୍ୱାଗତ ସମ୍ବର୍ଦ୍ଧନା କରାଯିବ । ଏହି ମେଗା ଇଭେଣ୍ଟରେ ପଦ୍ମିନୀ ରାଉତଙ୍କ ସମେତ ଓଡ଼ିଶାରୁ ୬ଜଣ ଅଂଶଗ୍ରହଣ କରିଛନ୍ତି |
- ଲିଭ୍ ଇନ ସଂପର୍କରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ : ପୁରୁଷଙ୍କ ବିରୋଧରେ ଦୁଷ୍କର୍ମ ମାମଲା ରୁଜ୍ଜୁ କରିପାରିବେନି ମହିଳା