ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

କଟକ : ଖୋଲିବ ପ୍ରଥମିକ ସ୍କୁଲ। ଜାନୁଆରୀ ୩ ତାରିଖରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ। ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟାରୁ ପର୍ଯ୍ୟନ୍ତ ସ୍କୁଲ ଚାଲିବ। ପୂର୍ବ ଗାଇଡ୍‌ଲାଇନ୍‌ ଅନୁସାରେ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇ ଦିଆଯିବ। ତେବେ ଯେଉଁଠି ପ୍ରଥମ ସମେଟିଭ୍‌ ପରୀକ୍ଷା ଚାଲିଛି, ସେହି ସ୍କୁଲ ଗୁଡ଼ିକ ଜାନୁଆରୀ ୧୦ ତାରିଖ ପରେ ଖୋଲିବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିତକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

Leave a Reply

Your email address will not be published. Required fields are marked *