- ମେ’ ୨୨ ତାରିଖରୁ ଜୁନ ୨୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି । ତେବେ ଏହି ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ଯ୍ୟ କରିବେ ।
- ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସୁବର୍ଣ୍ଣପୁର ଜିଲ୍ଲା ବୀରମହରାଜପୁର ମୁଖ୍ୟ ପ୍ରାଣୀ ଚିକିତ୍ସାଳୟର କିରାଣି ଗୋଲକ ବିହାରୀ ପୋଢ଼