ଅନାସ୍ଥା ପ୍ରସ୍ତାବକୁ ନେଇ ସଂସଦରେ ବିତର୍କ ଚାଲିଥିବା ବେଳେ ଆଜି ଲୋକସଭାରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ | ମଣିପୁର ମହିଳା ନିର୍ଯାତନା ପ୍ରସଙ୍ଗରେ ବିରୋଧୀ ଆଣିଛନ୍ତି ଅନାସ୍ଥା ପ୍ରସ୍ତାବ। ପ୍ରଧାନମନ୍ତ୍ରୀ କ’ଣ କହିବେ ତା’ ଉପରେ ରହିଛି ସମସ୍ତଙ୍କ ନଜର ।

Leave a Reply

Your email address will not be published. Required fields are marked *