ରାଜ୍ୟରେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ; ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ରୁ ୧୮ ତାରିଖ ମଧ୍ୟରେ ମତାମତ ଦାଖଲ

ରାଜ୍ୟରେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ କଲେ ସରକାର
ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ରୁ ୧୮ ତାରିଖ ମଧ୍ୟରେ ମତାମତ ଦାଖଲ ।
ନଭେମ୍ବର ୨୯ରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ।
୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ

Leave a Reply

Your email address will not be published. Required fields are marked *