ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଆଜି ଅପରାହ୍ଣ ୪ରୁ ପ୍ରାୟ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି କାର୍ତ୍ତିକ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଅପରାହ୍ଣ ୪ରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ପ୍ରାୟ ୩ ଘଣ୍ଟା ଧରି ଶ୍ରୀଜିଉଙ୍କ ନୀତିକାନ୍ତି ଚାଲିବ । ନୀତିକାନ୍ତି ସାରିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

Leave a Reply

Your email address will not be published. Required fields are marked *