

- ପୁରୀ ଜିଲ୍ଲା ବାହାର ଲୋକଙ୍କ ପାଇଁ ସ୍ବର୍ଗଦ୍ବାରରେ ଶବଦାହ ଉପରେ ଲାଗିଲା କଟକଣା | ସୋମବାରଠାରୁ କେବଳ ପୁରୀ ବାସୀ ସ୍ବର୍ଗଦ୍ବାରରେ କରିପାରିବେ ଶବଦାହ ।ମୃତଦେହ ଅଣକୋଭିଡ ହୋଇଥିଲେ ଶବଦାହ ପାଇଁ ରହିବ ଅନୁମତି । ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ସୂଚନା |
- ରାଜ୍ୟରେ ଆଉ ୧୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ | ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫କୁ ବୃଦ୍ଧି , ୧୪ ନୂଆ ଆକ୍ରାନ୍ତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ଅବଗତ କଲା ILS , ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ |