ମାଟ୍ରିକ ବିଜ୍ଞାନ ପରୀକ୍ଷାରେ ପ୍ରଶ୍ନପତ୍ର ତ୍ରୁଟି

ମାଟ୍ରିକ ବିଜ୍ଞାନ ପରୀକ୍ଷାରେ ପ୍ରଶ୍ନପତ୍ର ତ୍ରୁଟି | ସି ସେଟ୍ ପ୍ରଶ୍ନ ପତ୍ରରେ ୪ ମାର୍କ ମିସିଂ ରହିଛି | ମୂଲ୍ୟାୟନ ବେଳେ ଏହାକୁ ବୋର୍ଡ କମିଟି ନଜର ଦେବ | ପିଲାଙ୍କ ମାର୍କିଂ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ | ପ୍ରତିକ୍ରିୟା ରଖିଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ |

Leave a Reply

Your email address will not be published. Required fields are marked *