ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଜିଲ୍ଲାଗୁଡ଼ିକୁ ହେଲା:- ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ । ସେହିପରି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୫ ଜିଲ୍ଲା ଅର୍ଥାତ ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି ।

Leave a Reply

Your email address will not be published. Required fields are marked *