ଆଜି ସଂଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ଅବପାତ । ଆଜିଠୁ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ପାଗ ମେଘୁଆ ରହିବା ସମ୍ଭାବନା କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବା ସମ୍ଭାବନା । ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା

Leave a Reply

Your email address will not be published. Required fields are marked *