

- ଗୁଜରାଟ ନିର୍ବାଚନ ପୂର୍ବରୁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ହାର୍ଦ୍ଦିକ ପଟେଲ
- ୩୧ ବର୍ଷ ପରେ ଜେଲେରୁ ମୁକୁଳିଲେ ରାଜୀବ ଗାନ୍ଧିଙ୍କ ହତ୍ୟାକାରୀ ଏଜି ପେରାରିଭାଲାନ । ପେରାରିଭାଲାନଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିଲେ ପେରାରିଭାଲାନ |