ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ଘଟିଲେ ମିଳିବ ୬ ଲକ୍ଷ ଟଙ୍କା । ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ଘଟିଲେ ମିଳିବ ୬ ଲକ୍ଷ ଟଙ୍କା । ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା। ଅକ୍ଷମଙ୍କୁ ସହାୟତା ରାଶି ଏକ ଲକ୍ଷରୁ ଦେଢ଼ ଲକ୍ଷକୁ ବୃଦ୍ଧି। ୬୦%ରୁ ଅଧିକ ଅକ୍ଷମତା କ୍ଷେତ୍ରରେ ୨.୫୦ ଲକ୍ଷ ଟଙ୍କା ସହାୟତା ମିଳିବ।

Leave a Reply

Your email address will not be published. Required fields are marked *