

- ରାଜ୍ୟରେ ଦୁର୍ଘଟଣା କମାଇବା ସହ ଟ୍ରାଫିକ ନିୟମ କଡ଼ାକଡ଼ି କରିବାକୁ ବୈଠକ । ଏପ୍ରିଲ ୪ରେ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବ ବୈଠକ | ବୈଠକରେ ଡିଜିପି ଓ ପରିବହନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।
- ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ