ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ | ନୟାଗଡ ଦଶପଲ୍ଲା ବନାଞ୍ଚଳରୁ ୧୮ଖଣ୍ଡ କାଠ ଶ୍ରୀକ୍ଷେତ୍ରରେ ପହଞ୍ଚିଲା । ଅକ୍ଷୟ ତୃତୀୟାରେ ଶ୍ରୀଜିଉଙ୍କ ରଥ ନିର୍ମାଣ କାମ ଆରମ୍ଭ ହେବ |

Leave a Reply

Your email address will not be published. Required fields are marked *