ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ପୀଠ ଝଙ୍କଡ଼ବାସିନୀ ମା’ ଶାରଳାଙ୍କ ମନ୍ଦିର ପରିସରରେ ଆଜିଠାରୁ ୧୪୪ ଧାରା ଜାରି କରାଯାଇଛି। ଏହା ଆଗାମୀ ୧୪ ତାରିଖ ଯାଏଁ ଲାଗୁ ରହିବ ବୋଲି ଉପ ଜିଲ୍ଲାପାଳ ଧର୍ମେନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *