ବିଜେପିର ଅଭିଯୋଗ ଉପରେ ପ୍ରତିକ୍ରିୟା ରଖିଲେ ବିଜେଡିର ବରିଷ୍ଠ ନେତା ଭୂପିନ୍ଦର ସିଂ । ସୌଜନ୍ୟତା ଦୃଷ୍ଟିରୁ ଅଭିନନ୍ଦନ ଜଣାଇବା କିଛି ଭୁଲ ନୁହେଁ । ବିଜେପି ଶାସିତ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଅଫିସରମାନେ ଅଭିନନ୍ଦନ ଜଣାଉଛନ୍ତି |

Leave a Reply

Your email address will not be published. Required fields are marked *