ବିଜେଡିରେ ଯୋଗଦେଲେ ବରିଷ୍ଠ ରାଜନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ବିଜେଡିରେ ଯୋଗଦେଲେ ବରିଷ୍ଠ ରାଜନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର | ବୀନ ନିବାସ ଆସି ବିଜେଡିରେ ସାମିଲ ହେଲେ ଅରବିନ୍ଦ, ମିଶ୍ରଣ ପର୍ବରେ ବିଜେଡିର ବରିଷ୍ଠନେତା ପ୍ରତାପ ଦେବ, ଅତନୁ ନାୟକ ଓ ଅଂଶୁମାନ ମହାନ୍ତି ପ୍ରମୁଖ ଉପସ୍ଥିତ |

Leave a Reply

Your email address will not be published. Required fields are marked *