- ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲ ଉଦ୍ଘାଟିତ । ମେଡିକାଲ କଲେଜକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |
- ବ୍ରହ୍ମପୁରର ଡାକ୍ତର ସୁମିତ-ତପସ୍ୱିନୀ ପାରିବାରିକ ବିବାଦ ମାମଲା: ହାଇକୋର୍ଟରେ ଉଭୟଙ୍କ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟସ୍ଥତା ଶେଷ, ଆସନ୍ତା ୧୩ ତାରିଖରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି