ଶ୍ରୀମନ୍ଦିର ପାଇଁ ଆସିଲା ନୂଆ ଏସଓପି I ଦଶହରା ପାଇଁ କାଲି ବନ୍ଦ ରହିବ ଶ୍ରୀମନ୍ଦିର I ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକ ପୂର୍ଣ୍ଣିମାରେ ବନ୍ଦ ରହିବ ସାଧାରଣ ଦର୍ଶନ । କୁମାର ପୂର୍ଣ୍ଣିମାରେ ଖୋଲା ରହିବ ମନ୍ଦିର ।

Leave a Reply

Your email address will not be published. Required fields are marked *