Fast News କାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ February 4, 2025February 4, 2025 Sai Sudha 0 Comments କାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ |ବନକଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ | ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ | ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି |