ଆଜି ଶ୍ରୀମନ୍ଦିରରେ ଖସାପଡ଼ା ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଖସାପଡ଼ା ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ | ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥିରେ ହୁଏ ଏହି ନୀତି, ଖସାପଡ଼ା ନୀତି ପାଇଁ ଆଜି ସର୍ବସାଧାରଣ ଦର୍ଶନ ବନ୍ଦ | ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ ଦର୍ଶନ |

Leave a Reply

Your email address will not be published. Required fields are marked *