ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଅପରାହ୍ନ ସାଢେ ୪ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବୈଠକ ହେବ । ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ନେଇ ବୈଠକରେ ହେବ ଆଲୋଚନା ।

Leave a Reply

Your email address will not be published. Required fields are marked *