ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ମାମଲା; ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ

ରତ୍ନଭଣ୍ଡାର ମରାମତି ସମ୍ପର୍କିତ ମାମଲା: ଗଠନ ହେବ ଉଚ୍ଚସ୍ତରୀୟ କମିଟି। ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ। ୨ ମାସ ଭିତରେ କମିଟି ଗଠନ ସଂପର୍କରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ। ସୂଚନା ଦେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ।

Leave a Reply

Your email address will not be published. Required fields are marked *