ଆଜି ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର । ବନକଲାଗି ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ | ସନ୍ଧ୍ୟା ୫ଟାରୁ ରାତି ୮ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା | ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କ ନୀତି କରିବେ |

Leave a Reply

Your email address will not be published. Required fields are marked *