ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି । ଗତ ସପ୍ତାହରେ କ୍ୟାବିନେଟ୍‌ ବୈଠକ ବସି ୩୨ଟି ପ୍ରସ୍ତାବ ପାରିତ ହୋଇଥିଲା । ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ।

Leave a Reply

Your email address will not be published. Required fields are marked *