ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜ ଅଞ୍ଚଳରୁ ଅଧିକାରୀଙ୍କୁ ହଟାଇବାକୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ରାଜ୍ୟ ନିର୍ବାଚନ କମିସନ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜ ଅଞ୍ଚଳରୁ ଅଧିକାରୀଙ୍କୁ ହଟାଇବାକୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ରାଜ୍ୟ ନିର୍ବାଚନ କମିସନ | ଆସନ୍ତା ୨୦୨୨ ବର୍ଷ ପ୍ରଥମରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ ସ୍ବଚ୍ଛତା ଓ ନିରପେକ୍ଷତା ପାଇଁ ନଭେମ୍ବର ୧୫ ପୂର୍ବରୁ ସ୍ଥାନୀୟ ଅଧିକାରୀଙ୍କୁ ବଦଳି କରିବାକୁ ନିର୍ଦେଶ

Leave a Reply

Your email address will not be published.