ଦୁର୍ନୀତି ଓ ଅପାରଗତା ପାଇଁ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ୩ଜଣ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଜଣେ ପୋଲିସ ଇନସ୍ପେକ୍ଟର, ନିର୍ବାହୀ ଯନ୍ତ୍ରୀ ସରୋଜ ଦାସ, ଦୟାନିଧି ସାମଲଙ୍କୁ ଅବସର, ନିର୍ବାହୀ ଯନ୍ତ୍ରୀ କରୁଣାକର ଘଡ଼ାଇଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର |

Leave a Reply

Your email address will not be published. Required fields are marked *