ଆଜି ୫ ଜିଲ୍ଲାରେ ଗଡ଼ିଛି ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍, ଭର୍ଚୁଆଲରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ୫ ଜିଲ୍ଲାରେ ଗଡ଼ିଛି ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ । ଭର୍ଚୁଆଲରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୧ ତାରିଖ ସୁଦ୍ଧା ସମସ୍ତ ଜିଲ୍ଲାକୁ ଲକ୍ଷ୍ମୀ ବସ୍ ସେବା ଯୋଗାଇବାକୁ ସରକାରଙ୍କ ଲକ୍ଷ୍ୟ। ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବଲାଙ୍ଗୀର, ମୟୂରଭଞ୍ଜରେ ଗଡ଼ିଲା ଲକ୍ଷ୍ମୀ ବସ୍ ।

Leave a Reply

Your email address will not be published. Required fields are marked *