ଆଜି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ମହାଲିଙ୍ଗ ଗସ୍ତ । ମମିତାଙ୍କ ମୃତଦେହ ପୋତା ଯାଇଥିବା ସ୍ଥାନକୁ ଆସି ଘଟଣାର କରିବେ ଅନୁଧ୍ୟାନ । ସ୍ଥିତି ଅନୁଧ୍ୟାନ ପରେ ରାଜ୍ୟ ସରକାରଙ୍କୁ ଦେବେ ରିପୋର୍ଟ

କଳାହାଣ୍ଡି: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ମାମଲା। ଆଜି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ମହାଲିଙ୍ଗ ଗସ୍ତ । ମମିତାଙ୍କ ମୃତଦେହ ପୋତା ଯାଇଥିବା ସ୍ଥାନକୁ ଆସି ଘଟଣାର କରିବେ ଅନୁଧ୍ୟାନ । ସ୍ଥିତି ଅନୁଧ୍ୟାନ ପରେ ରାଜ୍ୟ ସରକାରଙ୍କୁ ଦେବେ ରିପୋର୍ଟ

Leave a Reply

Your email address will not be published. Required fields are marked *