ସୁନୀଲ କୁମାର ବଂଶଲ ହେଲେ ରାଜ୍ୟର ପୋଲିସ ମହାନିର୍ଦେଶକ| ୧୯୮୭ ବ୍ୟାଚ୍‌ର IPS ଅଫିସର ସୁନୀଲ ବଂଶଲ, ଏବେ ଗୁଇନ୍ଦା ବିଭାଗ ସ୍ବତନ୍ତ୍ର ନିର୍ଦେଶକ ଅଛନ୍ତି ସୁନୀଲ । ୧୬ ବର୍ଷ ଧରି କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ସୁନୀଲ ବଂଶଲ । ୨୦୨୨ ଜୁନ୍‌ ଯାଏ ଦାୟିତ୍ବ ତୁଲାଇବେ ନୂଆ ଡିଜିପି ସୁନୀଲ ।

Leave a Reply

Your email address will not be published. Required fields are marked *