ଗିରଫଦାରୀକୁ ଚ୍ୟାଲେଞ୍ଜ କରି ହେମନ୍ତ ସୋରେନ୍ କରିଥିବା ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ

ଗିରଫଦାରୀକୁ ଚ୍ୟାଲେଞ୍ଜ କରି ହେମନ୍ତ ସୋରେନ୍ କରିଥିବା ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ | ହେମନ୍ତ ସୋରେନଙ୍କ ଆବେଦନର ଶୁଣାଣି କରିବେନି ସୁପ୍ରିମ୍‌କୋର୍ଟ | ହେମନ୍ତଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ | ଝାଡ଼ଖଣ୍ଡ ହାଇକୋର୍ଟରେ ଆବେଦନ ପାଇଁ କହିଲେ ସୁପ୍ରିମ୍‌କୋର୍ଟ | EDର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମ୍‌କୋର୍ଟ ଯାଇଥିଲେ | ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଛନ୍ତି ହେମନ୍ତ ସୋରେନ୍ |

Leave a Reply

Your email address will not be published. Required fields are marked *