ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ

ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ | ତାଲିକା ପ୍ରସ୍ତୁତ ସହ ହେବ ଡୋର ଟୁ ଡୋର ଭେରିଫିକେସନ, ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର | ଯେଉଁମାନେ ପ୍ରକୃତରେ ଗରିବ ସେମାନଙ୍କର କାର୍ଡ ରହିବ |

Leave a Reply

Your email address will not be published. Required fields are marked *