ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ | ଶ୍ରୀଲଙ୍କାର ଆର୍ଥିକ ସ୍ଥିତି ବିଷୟରେ ଆଲୋଚନା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ | ତାମିଲନାଡୁରୁ ଶ୍ରୀଲଙ୍କାକୁ ଖାଦ୍ୟ ଓ ଔଷଧ ସମେତ ରିଲିଫ ସାମଗ୍ରୀ ପଠାଇବା ପାଇଁ ପ୍ରସ୍ତାବ ଦେଇଥିବା ସୂଚନା |

Leave a Reply

Your email address will not be published. Required fields are marked *