- ଏକାଦଶ ଓ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ଅନଲାଇନ ଓ ଅଫଲାଇନ କ୍ଲାସର ଆଟେଣ୍ଡାନ୍ସ ଦେବେ ଉଚ୍ଚ ମାଧ୍ୟମିକ ସ୍କୁଲ। ପିଲାଙ୍କ ଦୈନିକ ଉପସ୍ଥାନ ତଥ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଜଣାଇବା ନେଇ ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି । ନିୟମିତ ଉପସ୍ଥାନ ତଥ୍ୟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
- ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ ଅଧିକାରୀ ବିନୋଦ କୁମାର। ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି।