ବିଜେପିରେ ମିଶିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ

ବିଜେପିରେ ମିଶିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ | ଦଳୀୟ କାର୍ଯ୍ୟାଳୟକୁ ଆସି ବିଜେପିରେ ସାମିଲ ହେଲେ ପ୍ରେମାନନ୍ଦ | ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରେମାନନ୍ଦ | ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ବି ମିଶିଲେ |

Leave a Reply

Your email address will not be published. Required fields are marked *